The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆଜି ସୁଦ୍ଧା ଡ୍ରାଇଭରଙ୍କ ସମସ୍ୟା ସମାଧାନ : ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଓଡିଶା ମହାସଂଘର ଷ୍ଟିଅରିଂ ଛାଡ ଆନେ୍ଦାଳନ ପ୍ରସଙ୍ଗ । ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ପ୍ରତିକ୍ରିୟା । ଆଜି ରାତି ସୁଦ୍ଧା ଆଲୋଚନା ପରେ ସମସ୍ୟାର ସମାଧାନ ହୋଇଯିବ । ଡ୍ରାଇଭର ମାନଙ୍କ ପ୍ରାୟତଃ ଦାବିକୁ ସରକାର ମାନି ନେବେ । ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନ୍ଦୋଳନ ଯୋଗୁଁ ରାଜ୍ୟରେ ତୈଳ ସଙ୍କଟ ଦେଖା ଦେବା ନେଇ ଯେଉଁ ଆଶାଙ୍କା କରାଯାଉଛି ତାହା ହେବାକୁ ଦିଆଯିବ ନାହିଁ । ଦୋକାନ ବଜାରରେ ଖାଦ୍ୟ ସାମଗ୍ରୀର ଅଭାବ ରହିବ ନାହିଁ । ତେଲର ଯିଏ କଳାବଜାରୀ କରୁଛି ତାଙ୍କ ଉପରେ କଡ଼ା କାର୍ୟ୍ୟାନୁଷ୍ଠାନ ନେବା ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି । ତେଣୁ ଏଭଳି ବ୍ୟକ୍ତି ବିଶେଷ ସାବଧାନ ହୋଇଯାଆନ୍ତୁ ବୋଲି ଯୋଗାଣ ମନ୍ତ୍ରୀ ତାଗିଦ୍ କରିଛନ୍ତି । ସୂଚନା ଅନୁସାରେ ୬ଦଫା ଦାବି ପୂରଣ ପାଇଁ ଗତ ତିନି ଦିନ ହେଲାଣି ରାଜ୍ୟବ୍ୟାପି ଡ୍ରାଇଭର ମହାସଂଘ ଆନ୍ଦୋଳନ କରୁଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login