ଭୁବନେଶ୍ୱର : ଅଧ୍ୟାପକଙ୍କ ଦୁର୍ବ୍ୟବହାର ଅଭିଯୋଗରେ ଛାତ୍ରୀଙ୍କ ଜୀବନ ହାରିବା ଉଦ୍ୟମ । ଏଫଏମ ମହାବିଦ୍ୟାଳୟର ଗେଟ ସମ୍ମୁଖରେ ଅଭାବନୀୟ ଘଟଣା । ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଅନ୍ୟ ଜଣେ ଛାତ୍ରୀ ବି ଗୁରୁତର । ଗୁରୁତର ଅବସ୍ଥାରେ ଉଭୟ ଛାତ୍ରୀ ବାଲେଶ୍ୱର ହସ୍ପିଟାଲରେ ଭର୍ତ୍ତି । ଅଧ୍ୟାପକଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗରେ ଧାରଣାରେ ବସିଥିଲେ ଛାତ୍ରୀ । ଏଫଏମ ମହାବିଦ୍ୟାଳୟର ଗେଟ ସମ୍ମୁଖରେ ଧାରଣା ବସିଥିଲେ ।
ସୂଚନା ମୁତାବକ, ଛାତ୍ରୀଙ୍କୁ କଲେଜରେ ଜଣେ ଅଧ୍ୟାପକ ଦୁର୍ବ୍ୟବହାର କରିଥିଲେ। ଏହାକୁ ବିରୋଧ କରିବା ସହ କଲେଜ ଅଧ୍ୟକ୍ଷଙ୍କୁ ମଧ୍ୟ ଜଣାଇଥିଲେ । କିନ୍ତୁ ଅଧ୍ୟାପକଙ୍କ ବିରୋଧରେ କିଛି ପଦକ୍ଷେପ ନିଆଗଲାନାହିଁ । ଛାତ୍ରୀଙ୍କ ପାଇଁ ସ୍ଥିତି ଅସହ୍ୟ ହେବାରୁ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଛନ୍ତି ଛାତ୍ରୀ । ଏହି ଘଟଣାରେ ଛାତ୍ରୀଙ୍କ ୯୦ ପ୍ରତିଶତ ଶରୀର ପୋଡ଼ିଯାଇଥିବା ଜଣାପଡ଼ିଛି । ତାଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ବର ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି ।
କଲେଜରେ ନିଜକୁ ଜାଳିଦେଲେ ଛାତ୍ରୀ !
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







