ଭୁବନେଶ୍ୱର : ଆସନ୍ତା ୨୧ ତାରିଖରେ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ । କଟକ, ସମ୍ବଲପୁର ଓ ବ୍ରହ୍ମପୁର ଆରଡିସି ଜୋନରେ ବିକ୍ଷୋଭ ନିଷ୍ପତ୍ତି । ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ବିଜେଡି କରିବ ପ୍ରତିବାଦ । ଏ ନେଇ ବିଜେଡି ଉପସଭାପତି ଦେବୀ ମିଶ୍ରଙ୍କ ସୂଚନା । ବାଲେଶ୍ୱର ଘଟଣା ରାଜ୍ୟବାସୀଙ୍କୁ ଆନ୍ଦୋଳିତ କରିଛି । ବିଜେଡି ଛାତ୍ରୀଙ୍କୁ ନ୍ୟାୟ ଦେବା ପାଇଁ ଶାନ୍ତି ପୂର୍ଣ୍ଣ ଭାବରେ ପ୍ରତିବାଦ କରିଆସୁଛି । ବାଲେଶ୍ଵର ବନ୍ଦ ମଧ୍ୟ ଶାନ୍ତିପୂର୍ଣ୍ଣ ଉପାୟରେ ହୋଇଥିଲା। ଏହା ପରେ ଲୋକସେବା ଭବନ ଘେରାଉ ମଧ୍ୟ ଶାନ୍ତିପୂର୍ଣ୍ଣ ଭାବେ ହୋଇଥିଲା। ଆଜି ମଧ୍ୟ ଦଳ ଶୃଙ୍ଖଳିତ ଢଙ୍ଗରେ ନିରବ ପ୍ରତିବାଦ କରିଛି । ଏବେ କଲେଜ କ୍ୟାମ୍ପସରେ ସୁରକ୍ଷିତ ନୁହନ୍ତି ଛାତ୍ରୀ । ସମସ୍ତ କଲେଜ କର୍ତ୍ତୃପକ୍ଷ, ପୋଲିସ, ପ୍ରଶାସନ ଓ ନେତାଙ୍କୁ ତଦନ୍ତ ପରିସରଭୁକ୍ତ କରି ବିଚାର ବିଭାଗୀୟ ତଦନ୍ତ ଦ୍ୱାରା ଛାତ୍ରୀଙ୍କୁ ନ୍ୟାୟ ଦେବାକୁ ଦାବି କରିଛି ଦଳ । ଅନ୍ୟପଟେ ଏହା ପଛରେ ବଡ଼ ଷଡଯନ୍ତ୍ର ରହିଛି ବୋଲି କହିଛନ୍ତି ବିଜେଡି ବିଧାୟକ ଗୌତମବୁଦ୍ଧ ଦାସ । ସରକାର ପର୍ଦ୍ଦାଫାସ କରିବା ପାଇଁ ଚାହୁଁ ନାହାନ୍ତି । ପ୍ରକୃତ ତଦନ୍ତ ହେଲେ ଯେଉଁମାନେ ଶବକୁ କାନ୍ଧ ଦେଉଛନ୍ତି, ସେମାନେ ବନ୍ଧା ହୋଇଯାଆନ୍ତେ । କ୍ରାଇମବ୍ରାଞ୍ଚ ତଦନ୍ତ ନାମରେ ସରକାର ଅପରାଧୀଙ୍କୁ ଘଣ୍ଟ ଘୋଡାଉଛନ୍ତି । ତେଣୁ କ୍ରାଇମବ୍ରାଞ୍ଚ ନୁହେଁ ବିଚାର ବିଭାଗୀୟ ତଦନ୍ତ ହେବାର ଆବଶ୍ୟକ ରହିଛି ।
୨୧ରେ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







