The Ultimate Managed Hosting Platform
ADVERTISEMENT

ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବନ୍ଦ ହେବା ପରେ ନିରାଶ ହେଲେ ପରୀକ୍ଷାର୍ଥୀ

Facebook
Twitter
LinkedIn

ଭୁବନେଶ୍ୱର : ବନ୍ଦ ହେଲା ସ୍ୱତନ୍ତ୍ର ଓଟିଇଠି ପରୀକ୍ଷା । ରାଶ ହେଲେ ପରୀକ୍ଷାର୍ଥୀ । ସ୍ଥଗିତ ରହିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ସାରା ରାଜ୍ୟରେ ଆଜି ଅନୁଷ୍ଠିତ ହେବାର ଥିଲା ଏହି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ରାଜ୍ୟରେ କାର୍ୟ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଏହି ସ୍ୱତନ୍ତ୍ର ଓଟିଇଟି । ୭୫ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ଦେଇଥାନ୍ତେ ଏହି ପରୀକ୍ଷା । ପେପର୧ ଓ ପେପର ୨ ଦୁଇଟି ପେପରରେ ହୋଇଥାନ୍ତା ପରୀକ୍ଷା । ପରୀକ୍ଷା ସ୍ଥଗିତ ରଖିବାକୁ ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ନିଆଯାଇଛି ନିଷ୍ପତ୍ତି । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଏହି ପରୀକ୍ଷା ସ୍ଥଗିତ ହେବା ପରେ ନିରାଶ ହୋଇଛନ୍ତି ପରୀକ୍ଷାର୍ଥୀ । ୭୫ ହଜାରରୁ ଅଧିକ ଆଶାୟୀ ଏହି ପରୀକ୍ଷା ଦେବାକୁ ଥିବାବେଳେ ରାତି ଅଧିଆ ଏମିତି ନିଷ୍ପତି ସମସ୍ତଙ୍କୁ ଚିନ୍ତାରେ ପକାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login