The Ultimate Managed Hosting Platform
ADVERTISEMENT

ରାଜ୍ୟରେ ୫୬ ନୂଆ କୋର୍ଟ ପାଇଁ ୮୪୦ ପଦବୀ ସୃଷ୍ଟି

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟର ୫୬ଟି ନୂଆ କୋର୍ଟ ପାଇଁ ୮୪୦ ନୂଆ ପଦବୀ ସୃଷ୍ଟି । ଗେଜେଟେଡ ଓ ଅଣ ଗେଜେଟେଡ ବର୍ଗର ୮୪୦ ନୂଆ ପଦବୀକୁ ମଞ୍ଜୁରୀ । ଆକାଉଣ୍ଟାଣ୍ଟ ଜେନେରାଲଙ୍କୁ ଚିଠି କଲା ଆଇନ ବିଭାଗ । ଥିରୁ ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ୧୩ଟି ନୂଆ କୋର୍ଟ ସ୍ଥାପନ କରାଯିବ। ଏହି ଜିଲ୍ଲାର ବଡ଼ସାହି, ବାଙ୍ଗିରିପୋଷୀ, ଶୁଳିଆପଦା, ଖୁଣ୍ଟା, ଗୋପବନ୍ଧୁ ନଗର, ରାଇରଙ୍ଗପୁର କପ୍ତିପଦା, ସୁକ୍ରୁଲି, ଜାମଦା, ବିଜାତୋଳା, ତିରିଙ୍ଗ ଓ କୁସୁମୀ ଠାରେ ନୂଆ କୋର୍ଟକୁ ଅନୁମୋଦନ ମିଳିଛି। ଠିକ୍ ସେହିପରି ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଦୁଇଟି ଲେଖାଏଁ ନୂଆକୋର୍ଟ ସ୍ଥାପନ କରାଯିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଚର୍ଚ୍ଚିତ ଯାତ୍ରା ଖଳନାୟକ ପୀୟୁଷଙ୍କ ବଡ ଘୋଷଣା ; ଦଶହରାରୁ ଚଢିବେ ମଞ୍ଚ

ଚର୍ଚ୍ଚିତ ଯାତ୍ରା ଖଳନାୟକ ପୀୟୁଷଙ୍କ ବଡ ଘୋଷଣା ; ଦଶହରାରୁ ଚଢିବେ ମଞ୍ଚ

ଭୁବନେଶ୍ୱର : ବଡ ଘୋଷଣା କଲେ ଚର୍ଚ୍ଚିତ ଯାତ୍ରା ଖଳନାୟକ ପୀୟୁଷ ତ୍ରିପାଠୀ । ଆସନ୍ତା ଦଶହରାରେ ପୁଣି ମଞ୍ଚକୁ ଓହ୍ଲାଇବି କହିଲେ । ସିଂହବାହିନୀ ପାଇଁ...

ଲିଭ-ଇନରେ ରହୁଥିବା ପ୍ରେମୀ ଯୁଗଳଙ୍କ ପାଇଁ ରାୟ ଶୁଣାଇଲେ ସୁପ୍ରିମ କୋର୍ଟ

ମୁମ୍ବାଇ ଟ୍ରେନ ବ୍ଲାଷ୍ଟ : ସୁପ୍ରିମକୋର୍ଟଙ୍କ ରହିତାଦେଶ

ମୁମ୍ବାଇ : ୨୦୦୬ ମୁମ୍ବାଇ ଟ୍ରେନ ବିସ୍ଫୋରଣ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ ରାୟ । ବମ୍ବେ ହାଇକୋର୍ଟଙ୍କ ରାୟ ପରେ ସୁପ୍ରିମକୋର୍ଟଙ୍କ ଅନ୍ତରୀଣ ରହିତାଦେଶ । ବମ୍ବେ...

Login