The Ultimate Managed Hosting Platform
ADVERTISEMENT

ଡେପୁଟି ରେଞ୍ଜର ବାବୁଙ୍କ ଘରେ ଦେଢକୋଟି ଟଙ୍କା , ସୁନା ବିସ୍କୁଟ

Facebook
Twitter
LinkedIn

ଜୟପୁର : ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରେ ଭିଜିଲାନ୍ସ ରେଡ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢାଉ ଜାରି । ପି.ଆର ପେଟା ବାସଭବନ ସମେତ ଜୟପୁର ବନଖଣ୍ଡ ଅଫିସରେ ରେଡ । ଭୁବନେଶ୍ୱର ରଘୁନାଥପୁରରେ ଥିବା ନିଜ ଭାଇ ଘରେ ହେଉଛି ଚଢାଉ । ରାମଚନ୍ଦ୍ରଙ୍କ ବାସ ଭବନରୁ ମିଳିଲା ନଗତ ୧ କୋଟି ୪୪ ଲକ୍ଷ ଟଙ୍କା । ୪ଟି ସୁନା ବିସ୍କୁଟ ଓ ୧୬ଟି ସୁନା କଏନ ବି ମିଳିଲା । ପ୍ରତି ସୁନା କଏନର ଓଜନ ୧୦ ଗ୍ରାମ ରହିଛି । ଜୟପୁର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ଚଢ଼ାଉ ଚାଲିଛି । ସାମିଲ ଅଛନ୍ତି ୬ ଡ଼ିଏସପି, ୫ ଇନିସ୍ପେକ୍ଟରଙ୍କ ସମେତ ୯ଜଣ ଏଏସଆଇ ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login