ଭୁବନେଶ୍ୱର : ଅବପାତ ବର୍ଷାକୁ ନେଇ ସବୁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି । ସବୁ ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ପରାମର୍ଶ ଦେଲେ ଏସଆରସି । ମୟୂରଭଞ୍ଜ, କେନ୍ଦୁଝରରେ ଭୀଷ ବର୍ଷା । ବରଗଡ, ଝାରସୁଗୁଡା. ସମ୍ବଲପୁର ,ଦେବଗଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଅନୁଗୁଳ ଢେଙ୍କାନାଳ ଓ ସୁନ୍ଦରଗଡରେ ବି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ୨୮ ତାରିଖ ଯାଏ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ।
ଜୁଲାଇ ୨୬ ତାରିଖ ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ ଏବଂ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଗୋଟିଏ କିମ୍ବା ୨ଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ଏବଂ ଘଡ଼ଘଡ଼ି ଓ ବିଜୁଳି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ଜୁଲାଇ ୨୭ ତାରିଖ ପାଇଁ ମଧ୍ୟ କିଛି ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ହେଉଛି-: ସୁନ୍ଦରଗଡ଼ । ତେବେ ସୁନ୍ଦରଗଡ଼ର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି କୋରାପୁଟ, ନବରଙ୍ଗପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅବପାତ ବର୍ଷାକୁ ନେଇ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ସତର୍କତା
Facebook
Twitter
LinkedIn
Facebook
Twitter
LinkedIn
Recent News
Parhaat Sweepstakes Casinon bonukset ilman talletusta oikean rahan palkintoihin elokuussa 2026
Kun olet valinnut talletusvapaan kasinobonuksen ja lunastanut sen (varmista), Pottila alue että täytät kierrätysvaatimukset annetun aikarajan sisällä. Etsitpä sitten uutta...
The official website for Indian players is RajBet Online Casino.
No additional promo code is mandatory for base participation; the bonus relates to the initial deposit and fulfills standard wagering...
Top 10 USA Online Casinos for Real Money support and incident response before launch Gambling in 2026
This blackjack game offers the best odds of any in the US. If the dealer busted with a 22, remaining...
Top Online Casinos for Real Money in 2026
New players in the online gambling world are advised to use cryptocurrency when engaging with top mobile casinos. By depositing...







