The Ultimate Managed Hosting Platform
ADVERTISEMENT

ମଣିପୁରରେ ରାଷ୍ଟ୍ରପତି ଶାସନ ୬ ମାସ ବୃଦ୍ଧି

Facebook
Twitter
LinkedIn

ନୂଆଦିଲ୍ଲୀ : ଗୃହମନ୍ତ୍ରୀ ଅମିତ ଶାହଙ୍କ ପ୍ରସ୍ତାବ ଅନୁସାରେ ରାଜ୍ୟସଭାରୁ ମଣିପୁରରେ ରାଷ୍ଟ୍ରପତି ଶାସନକୁ ୬ମାସ ପାଇଁ ବଢାଇ ଦିଆଯାଇଛି । ଏହି ଶାସନ ଅଗଷ୍ଟ ୧୩, ୨୦୨୫ ରୁ କାର୍ୟ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ଏନ ବୀରେନ ସିଂହଙ୍କ ଇସ୍ତଫା ଏବଂ ରାଜନୈତିକ ଅସ୍ଥିରତା ଯୋଗୁଁ ମଣିପୁରରେ ଏହି ପଦକ୍ଷେପ ନିଆଯାଇଛି । ଧାରା ୩୫୬ ଅନୁଯାୟୀ ଦ୍ୱିତୀୟ ଥର ପାଇଁ ରାଷ୍ଟ୍ରପତି ଶାସନକୁ ବୃଦ୍ଧି କରାଯାଇଛି । ମଣିପୁରରେ ଚାଲିଥିବା ରାଜନୈତିକ ଅସ୍ଥିରତା ଯୋଗୁଁ କେନ୍ଦ୍ର ସରକାର ରାଜ୍ୟରେ ରାଷ୍ଟ୍ରପତି ଶାସନର ଅବଧିକୁ ୬ମାସ ପାଇଁ ବୃଦ୍ଧି କରିଛନ୍ତି । ଏହା ୧୩ ଅଗଷ୍ଟ, ୨୦୨୫ ରୁ କାର୍ୟ୍ୟକାରୀ ହେବ । ଏ ସମ୍ପର୍କରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ୱାରା ଉପସ୍ଥାପିତ ସାମ୍ବିଧାନିକ ପ୍ରସ୍ତାବ ରାଜ୍ୟସଭାରେ ଗୃହୀତ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

Login