The Ultimate Managed Hosting Platform
ADVERTISEMENT

ପାଣିରେ ବୁଡି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀଙ୍କର ଜୀବନ ଗଲା

Facebook
Twitter
LinkedIn

ସମ୍ବଲପୁର : ପାଣିରେ ବୁଡି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀଙ୍କର ଜୀବନ ଗଲା । ଯୁଯୁମରା ସ୍ଥିତ ଦେବଝରଣ ଜଳ ପ୍ରପାତରେ ବୁଡିଯିବାରୁ ଅଘଟଣ । ବୁର୍ଲା ମେଡିକାଲ କଲେଜର ୬ ଛାତ୍ରଛାତ୍ରୀ ବୁଲି ଯାଇଥିଲେ । କୈାଣସି କାରୁଣରୁ ଜଣେ ଛାତ୍ର ଓ ଛାତ୍ରୀ ବୁଡିଯିବାରୁ ଚାଲିଗଲା ଜୀବନ । ଘଟଣାସ୍ଥଳ ଅଭିମୁଖେ ଗଲେ ବୁର୍ଲା ମେଡିକାଲ ଅଧୀକ୍ଷକ ଓ ଡିନ୍ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login