The Ultimate Managed Hosting Platform
ADVERTISEMENT

କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତକ୍ଷେପଣ

Facebook
Twitter
LinkedIn

ଭୁବନେଶ୍ୱର : ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତକ୍ଷେପଣ । ଅବଦୁଲ କଲାମ ଆଇଲାଣ୍ଡରୁ ସକାଳ ୯.୩୫ ମିନିଟରେ ଉତକ୍ଷେପଣ । ଡିଆରଡିଓ ଦ୍ୱାରା ବିକଶିତ ଏହାର ଲକ୍ଷ୍ୟଭେଦ କ୍ଷମତା ୧୫୦-୫୦୦ କିମି । ଅତ୍ୟାଧୁନିକ ନାଭିଗେସନ ସିଷ୍ଟମ ସହ ଭୂପୃୃଷ୍ଠରୁ ଭୂପୃଷ୍ଠକୁ ଟାର୍ଗେଟ କରିଥାଏ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login