The Ultimate Managed Hosting Platform
ADVERTISEMENT

ବାଘ ଶୂନ୍ୟ ସାତକୋଶିଆ : ପିସିସିଏଫ

Facebook
Twitter
LinkedIn

ଭୁବନେଶ୍ୱର : ବାଘ ଶୂନ୍ୟ ହୋଇଯାଇଛି ସାତକୋଶିଆ କହିଲେ ପିସିସିଏଫ ପ୍ରେମ ଝା । ସାତ କୋଶିଆକୁ ବର୍ତ୍ତମାନ କୈାଣସି ବାଘ ଆଣିବାକୁ ଯୋଜନା ନାହିଁ । ୫ ବର୍ଷ ପୂର୍ବେ ବାଘ ରହିଥିଲେ, ବର୍ତ୍ତମାନ ଆଉ ବାଘ ନାହାନ୍ତି । ଶିମିଳିପାଳରେ ୨ ପ୍ରକାର ବାଘ ଅଛନ୍ତି , ନର୍ମାଲ ଟାଇଗର ଓ ବ୍ଲାକ ଟାଇଗର । ପ୍ରତି ୪ ବର୍ଷରେ ଥରେ ବାଘ ଗଣନା କରାଯାଉଛି । ଶିମିଳିପାଳରେ ବର୍ତ୍ତମାନ ବାଘଙ୍କ ସଂଖ୍ୟା ୩୦ ରହିଛି । ଶାବକଙ୍କୁ ୨ ବର୍ଷ ହେଲା ପରେ ଗଣନାରେ ସାମିଲ କରାଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

ସେନା ଗାଡି ଉପରେ ଖସିଲା ପଥର ,୨ ଅଧିକାରୀଙ୍କ ଚାଲିଗଲା ଜୀବନ

ନୂଆଦିଲ୍ଲୀ : ଲଦାଖର ଗାଲୱାନ୍ ଉପତ୍ୟକାର ଚାରବାଗ୍ଠାରେ ଏକ ସେନା ଗାଡ଼ି ଉପରେ ବଡ଼ ପଥର ଖଣ୍ଡ ଖସିବା ଯୋଗୁ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦୁଇ ଜଣ...

ADVERTISEMENT
ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପାରିବାରିକ କଳହ ପାଇଁ ଜୀବନ ହାରିଦେଲେ ଯୁବକ

ମୟୂରଭଞ୍ଜ : ମୟୂରଭଞ୍ଜଜିଲ୍ଲା ବୈଶିଙ୍ଗା ଥାନା ଅଧୀନ ଦୁର୍ଗାପୁର ଗ୍ରାମର ଜନୈକ ଯୁବକଙ୍କ ଝୁଲନ୍ତା ମୃତଦେହ ତାଙ୍କ ନିଜ ଶୋଇବା ଘରୁ ଜବତ ହୋଇଛି। ପାରିବାରିକ ଅଶାନ୍ତିରୁ...

Login