The Ultimate Managed Hosting Platform
ADVERTISEMENT

ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ଦେଖିଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ମନ୍ତ୍ରୀ , ଉଚ୍ଚ ଶିକ୍ଷା ମନ୍ତ୍ରୀ ବୁଲି ଦେଖିଲେ । ଯାଜପୁର, କେନ୍ଦ୍ରାପଡା, ଭଦ୍ରକର ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ । ବାଲେଶ୍ୱର ମୟୂରଭଞ୍ଜ, କେନ୍ଦିଝରର ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ । ତେବେ ମୁଖ୍ୟମନ୍ତ୍ରୀ ଏରିଏଲ ସର୍ଭେ କରିଥିବା ବେଳେ ସାଙ୍ଗରେ ଥିଲେ ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଉଚ୍ଚ ଶିକ୍ଷା ମନ୍ତ୍ରୀ ସୁରଜ ସୂର୍ୟ୍ୟବଂଶୀ ଏବଂ ସ୍ବତନ୍ତ୍ର ରିଲିଫ କମିଶନର । ସମସ୍ତେ ହେଲିକେପ୍ଟର ଯୋଗେ ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରି ସ୍ଥିତିର ଅନଧ୍ୟାନ କରିଛନ୍ତି ।ବନ୍ୟାରେ ବେହାଲ ହୋଇଛି ଉତ୍ତର ଓଡିଶା । ଲଗାତାର ବନ୍ୟା ଆସିବା ଫଳରେ ବାଲେଶ୍ବର, ଭଦ୍ରକର ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ଏବେ କେମିତି ରହିଛି ସ୍ଥିତି । କଣ ହୋଇଛି କ୍ଷୟକ୍ଷତି ତାର ସମୀକ୍ଷା ଆକାଶ ମାର୍ଗରୁ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login