The Ultimate Managed Hosting Platform
ADVERTISEMENT

ଜ୍ୱର ହେଇଥିବା ଶିଶୁ ପାଇଁ କୁକୁର ଇଞ୍ଜେକସନ

Facebook
Twitter
LinkedIn

ବଣାଇ : ନ୍ଦରଗଡ଼ ବଣାଇ ଉପଖଣ୍ଡ ଚିକିତ୍ସାଳୟରୁ ଆସିଲା ଅଭାବନୀୟ ଘଟଣା । ଜ୍ବର ବଦଳରେ ୪ ବର୍ଷର ଶିଶୁକୁ ଦେଇଦେଲେ କୁକୁର କାମୁଡ଼ା ଇଞ୍ଜେକ୍ସନ୍ । ଅଭିଯୋଗ ଅନୁଯାୟୀ, ଜଣେ ୪ ବର୍ଷର ଶିଶୁକୁ ଜ୍ବର ହେବାରୁ ଡାକ୍ତରଖାନା ଆଣିଥିଲେ ପରିବାର । ପ୍ରେସକ୍ରିପ୍ସନରେ ଡାକ୍ତର ଜ୍ବର ବଦଳରେ କୁକୁର କାମୁଡା ଇଞ୍ଜେନ ଲେଖିଥିଲେ । ମେଡିସିନ୍ ଆଣିବାକୁ ଗଲା ବେଳେ ପ୍ରେସକ୍ରିପ୍ସନ ଦେଖି କୁକୁର କାମୁଡିଛି କି ବୋଲି ପଚାରିଥିଲେ ଦୋକାନୀ । ଶିଶୁଙ୍କ ସମ୍ପର୍କୀୟ ମନା କରିଥିଲେ ବି କୁକୁର କାମୁଡା ଇଞ୍ଜେକ୍ସନ ଦେଇଥିଲେ। ପରେ ଡାକ୍ତରଙ୍କୁ ପଚାରିବାରୁ ଡାକ୍ତର ଜଣକ ପ୍ରେସକ୍ରିପ୍ସନକୁ ଚିରି ଦେଇଥିଲେ ବୋଲି କହିଛନ୍ତି ଶିଶୁଙ୍କ ସମ୍ପର୍କୀୟ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login