The Ultimate Managed Hosting Platform
ADVERTISEMENT

ହିମାଚଳ ପ୍ରଦେଶରେ ପୁଣି ପ୍ରବଳ ବର୍ଷା ଓ ଭୂସ୍ଖଳନ , ଚାଲିଗଲା ୨ ଜଣଙ୍କ ଜୀବନ

Facebook
Twitter
LinkedIn

ନୂଆଦିଲ୍ଲୀ : ହିମାଚଳ ପ୍ରଦେଶରେ ପୁଣି ପ୍ରବଳ ବର୍ଷା । ଲଗାତର ବର୍ଷା ଯୋଗୁଁ ମଣ୍ଡି ପାଣ୍ଡୋହ ଡ୍ୟାମ ନିକଟରେ ଭୂସ୍ଖଳନ । ଭୂସ୍ଖଳନ ଯୋଗୁଁ ଚଣ୍ଡିଗଡ଼-ମନାଲି ଜାତୀୟ ରାଜପଥ ଅବରୋଧ ହୋଇଛି । ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ଘଟଣାସ୍ଥଳରେ ପହଞ୍ଚି ରାସ୍ତା ସଫା କରୁଛନ୍ତି କର୍ତ୍ତୃପକ୍ଷ । ସୂଚନାନୁଯାୟୀ, ଗତକାଲି ରାତିରୁ ମଣ୍ଡିରେ ଲାଗାତର ବର୍ଷା ଜାରି ରହିଛି । ଲଗତାର ବର୍ଷା ଯୋଗୁ ଭୂସ୍ଖଳନ ହୋଇଥିବା କହିଛନ୍ତି ମଣ୍ଡି ଏସପି । ପୂର୍ବରୁ ମଣ୍ଡିରେ ଫ୍ଲାସ ଫ୍ଲଡ ଯୋଗୁ ୨ ଜଣଙ୍କର ମୃତ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login