ନୂଆଦିଲ୍ଲୀ : ଦେଶର କୋଟି କୋଟି ଚାଷୀଙ୍କ ପାଇଁ ଖୁସି ଖବର । ଚାଷୀଙ୍କ ଖାତାକୁ ଗଲା ପିଏମ୍ କିଷାନ୍ ଟଙ୍କା । ଚାଷୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା । ଚାଷୀଙ୍କ ଖାତାକୁ ଗଲା ପିଏମ କିଷାନ ସମ୍ମାନ ନିଧିର ୨୦ ତମ କିସ୍ତି । ବାରଣାସୀରୁ ଚାଷୀଙ୍କ ଆକାଉ ଣ୍ଟକୁ ଟଙ୍କା ପଠାଇଲେ ପ୍ରଧାନମନ୍ତ୍ରୀ ମୋଦି । ଡିବିଟି ଜରିଆରେ ଚାଷୀଙ୍କ ଆକାୁଣ୍ଟକୁ ଗଲା ୨ ହଜାର ଟଙ୍କା । ମୋଟ ୯ କୋଟି ୭୦ ଲକ୍ଷ ଚାଷୀ ଉପକୃତ ।
Views: 14