ଭୁବନେଶ୍ୱର : ହୋଟେଲରେ ମହିଳା କର୍ମଚାରୀଙ୍କ ହଙ୍ଗାମା । ମାରପିଟ୍ କଲେ, ଯାହା ପାରିଲେ ଭାଙ୍ଗିଲେ । ଫୁଲ କୁଣ୍ଡଠାରୁ ଆରମ୍ଭ କରି କଂପ୍ୟୁଟର, କବାଟ ଆଦି ଭାଙ୍ଗିରୁଜି ଚୁରମାର କରିଛନ୍ତି । ଭୁବନେଶ୍ବର ଇନଫୋସିଟି ଥାନା ଅଞ୍ଚଳରେ ଥିବା ଏକ ହୋଟେଲରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ଇନଫୋସିଟି ଥାନାରେ ମାମଲା ରୁଜୁ ପରେ ତଦନ୍ତ କରୁଛି ପୋଲିସ ।
Views: 4