The Ultimate Managed Hosting Platform
ADVERTISEMENT

ସ୍କୁଲ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ

Facebook
Twitter
LinkedIn

ଭୁବନେଶ୍ୱର : ପିଏମ ପୋଷଣ ସ୍କିମରେ ସ୍କୁଲ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଯେଉଁଦିନ ଅଣ୍ଡା ଦିଆଯାଉଥିଲା , ସେହିଦିନ ଫଳ ଯୋଗାଇବାକୁ ନିଦେ୍ର୍ଦଶ । ଶିଶୁ ବାଟିକା ଠାରୁ ଦଶମ ପ ର୍ଯ୍ୟନ୍ତ ପିଲାଙ୍କୁ ଅଣ୍ଡା ଖାଉ ନ ଥିଲେ ମିଳିବ ଫଳ । ଡିଇଓଙ୍କୁ ଚିଠି ଲେଖି ନିଦେ୍ର୍ଦଶ ଦେଲେ ପିଏମ ପୋଷଣ ଷ୍ଟେଟ ନୋଡାଲ ଅଫିସର । ସପ୍ତାହକୁ ୩ ଥର ସୋମବାର,ବୁଧବାର,ଶୁକ୍ରବାର ଏହି ୩ ଦିନ ପିଲାଙ୍କୁ ଫଳ ଦିଆଯିବ । ରାଜ୍ୟରେ କୁପୋଷଣ ଦୂରେଇବା ସହ ପିଲାଙ୍କୁ ସ୍କୁଲ ପ୍ରତି ଆକୃଷ୍ଟ କରିବାକୁ ଆରମ୍ଭ ହୋଇଥିବା ମଧ୍ୟାହ୍ନ ଭୋଜନରେ ରହିଛି ବିଭିନ୍ନ ଖାଦ୍ୟ ସାରଣୀ। ଏହା ମଧ୍ୟରେ ଅଣ୍ଡା ଦିଆଯିବାର ମଧ୍ୟ ବ୍ୟବସ୍ଥା ରହିଛି । କିନ୍ତୁ କିଛି ପିଲା ଆମିଷ ଖାଉନଥିବାରୁ ସେମାନଙ୍କ ପାଇଁ ନୂଆ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login