The Ultimate Managed Hosting Platform
ADVERTISEMENT

ନବ ଦାସ ହତ୍ୟାକାଣ୍ଡ : ଆଜି ସାକ୍ଷ୍ୟ ଗ୍ରହଣ

Facebook
Twitter
LinkedIn

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଝାରସୁଗୁଡା ଏଡିଜେ କୋର୍ଟରେ ଶୁଣାଣି ଆଜି । ଅନ୍ୟତମ ମୁଖ୍ୟ ସାକ୍ଷୀ ତକôାଳୀନ ବ୍ରଜରାଜନଗର ଆଇଆଇସିଙ୍କ ସାକ୍ଷ୍ୟ ଗ୍ରହଣ ହେବ । ତକôାଳୀନ ବ୍ରଜରାଜନଗର ଥାନା ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସ୍ୱାଇଁଙ୍କର ସାକ୍ଷ୍ୟ ଗ୍ରହଣ । ୨୦୨୩ ଜାନୁଆରୀ ୨୯ ତାରିଖରେ ବ୍ରଜରାଜନଗର ଗାନ୍ଧୀ ଛକରେ ନବ ଦାସଙ୍କୁ ହତ୍ୟା କରାଯାଇଥିଲା

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login