The Ultimate Managed Hosting Platform
ADVERTISEMENT

ଗାଇ ଗୁହାଳରୁ ଡିଟାନେଟର ଜବତ

Facebook
Twitter
LinkedIn

ଗଞ୍ଜାମ : ଗାଈ ଗୁହାଳରେ ଡିଟୋନେଟର । ଗଞ୍ଜାମ ଜିଲ୍ଲା ଛତ୍ରପୁର ଜଗନ୍ନାଥପୁର ଗାଁରୁ ପ୍ରାୟ ୫ ଟନ ପଥର ବ୍ଲାଷ୍ଟ ଡିଟୋନେଟର ଜବତ । କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଠାରେ ଗତକାଲି ଏକ ଗାଡ଼ିରେ କିଛି ଡିଟୋନେଟର ଥିବା ଗାଡିକୁ ତୁମୁଡିବନ୍ଧ ପୋଲିସ ଜବତ କରିଥିଲା । ଏହା ସହ ଜଣଙ୍କୁ ଅଟକ ରଖିଛି । ପରେ ଗଞ୍ଜାମ ଜିଲ୍ଲା ଜଗନ୍ନାଥପୁର ସ୍ଥିତ ଏକ ଆଦର୍ଶ ଗାଈ ଗୁହାଳ ରେ ପଥର ବ୍ଲାଷ୍ଟ ଡିଟୋ ନେଟର ରହିଥିବା ଖବର ପାଇ ଚମାଖଣ୍ଡି ଥାନା ପୋଲିସ ସହାୟତାରେ ଚଢ଼ାଉ କରାଯାଇଥିଲା । କେତେ ପରିମାଣର ଡିଟୋ ନେଟର ଜବତ କରାଯାଇଛି ସେନେଇ ପୋଲିସ ପକ୍ଷରୁ କୌଣସି ସୂଚନା ମିଳିପାରିନଥିବା ବେଳେ ବିପୁଳ ପରିମାଣର ଡିଟୋନେଟର ଜବତ କରାଯାଇଥିବା ଦେଖିବାକୁ ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login