The Ultimate Managed Hosting Platform
ADVERTISEMENT

ଏମକେସିଜି ମେଡିକାଲରେ ଅଗ୍ନିକାଣ୍ଡ

Facebook
Twitter
LinkedIn

ବ୍ରହ୍ମପୁର : ଏମକେସିଜି ମେଡିକାଲ ରୋଗ ନିଦାନ କେନ୍ଦ୍ରରେ ଅଗ୍ନିକାଣ୍ଡ । ଏସି ସର୍ଟସର୍କିଟରୁ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା ରହିଛି । ମୁଖ୍ୟ ପରୀକ୍ଷାଗାର ସହ ବାୟୋ କେମିକାଲ ସେକ୍ସନରେ ନିଆଁ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ତେବେ କାହର କିଛି କ୍ଷତି ହୋଇନାହିଁ । ବିଦ୍ୟୁତ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login