ଭୁବନେଶ୍ୱର :ନଭେମ୍ବର ମାସରୁ ଆରମ୍ଭ ହେବ ପିଏମ ଆବାସ ଗୃହ ବଣ୍ଟନ ପ୍ରକ୍ରିୟା । ଏ ନେଇ ସୂଚନା ଦେଲେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାୟକ । ଭାଗ ହୋଇଥିବା ଓ ଭିନ୍ନ କ୍ଷମ ହିତାଧିକାରୀଙ୍କୁ ବି ଘର ଦିଆଯିବ । ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ଅନ୍ତଦ୍ୟୋୟ ଯୋଜନାରେ ଘର ବଣ୍ଟା ଯିବ । ପରବର୍ତ୍ତୀ ସମୟରେ ପ ର୍ଯ୍ୟାୟ କ୍ରମେ ଘର ପାଇବେ ହିତାଧିକାରୀ । ଭାଗ ହୋଇଥିବା ଏବଂ ଭିନ୍ନକ୍ଷମ ହିତାଧିକାରୀଙ୍କୁ ମଧ୍ୟ ଘର ଦେବେ ସରକାର। ଏହାସହ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଅନ୍ତଦ୍ୟୋୟ ଯୋଜନାରେ ହିତାଧିକାରୀଙ୍କୁ ଘର ବାଣ୍ଟିବେ ସରକାର । ପରେ ପର୍ୟ୍ୟାୟ କ୍ରମେ ଘର ପାଇବେ ହିତାଧିକାରୀ ।
Views: 31