The Ultimate Managed Hosting Platform
ADVERTISEMENT

ଭୁଲ ଇଞ୍ଜେକସନ ନେଇଗଲା ଜୀବନ !

Facebook
Twitter
LinkedIn

ଯାଜପୁର : ଭୁଲ ଇଞ୍ଜେକ୍ସନ ଯୋଗୁଁ ଚାଲିଗଲା ରୋଗୀର ଜୀବନ । ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭୁଲ ଇଞ୍ଜେକ୍ସନ ଯୋଗୁଁ ରୋଗୀ ମୃତ୍ୟ ଅଭିଯୋଗ ହୋଇଛି । ମୃତକ ହେଲେ କୁଆଖିଆ ଥାନା ବାଉଁଶଅଣ୍ଟା ଗାଁର ଭରତ କୁମାର ଦାସ। ଡାକ୍ତର ଓ ନର୍ସଙ୍କ ବିରୋଧରେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ମୃତକଙ୍କ ପରିବାର ଲୋକେ ।
ଗତକାଲି ଚିକିତ୍ସା ଲାଗି ଯାଜପୁର ସଦରମହକୁମା ଚିକିତ୍ସାଳୟକୁ ଆସିଥିଲେ । ସେ ସମ୍ପୂର୍ଣ ସୁସ୍ଥ ହୋଇଥିଲେ । ସକାଳୁ ଚା’ ପିଇ ପରିବାର ସହ ମିଶିବା ସହ ପାଖ ରୋଗୀଙ୍କୁ ଚା’ ଜଳଖିଆ ଆଣି ଦେଇଥିଲେ । ହଠାତ୍ ନର୍ସ ଆସି ଇଞ୍ଜେକସନ ଦେବା ପରେ ତାଙ୍କର ମୃତ୍ୟୁ ହୋଇଛି । ଭୁଲ ଇଞ୍ଜେକସନ ଓ ନର୍ସଙ୍କ ଅବହେଳା ଲାଗି ମାଆ ଆଗରେ ପୁଅର ମୃତ୍ୟୁ ହୋଇଥିବା ମାଆ ଅଭିଯୋଗ କରିଛନ୍ତି । ଅନ୍ୟପଟେ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ପୋଲିସ ମୁତୟନ ହୋଇଥିବା ବେଳେ ପୋଲିସ ଘଟଣାର ତଦନ୍ତ କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login