The Ultimate Managed Hosting Platform
ADVERTISEMENT

୨୫ ଯାଏଁ ଚାଷୀ ପଞ୍ଜୀକରଣ ; ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୨୫ ତାରିଖ ପର୍ୟ୍ୟନ୍ତ ଚାଲିବ ଚାଷୀ ପଞ୍ଜୀକରଣ । ଜାତୀୟ ସ୍ପେସ୍ ଡେ ଦିବସରେ ପଠାଣୀ ସାମନ୍ତ ପ୍ଲାନେଟୋରିଅମ୍ରେ ଆୟୋଜିତ କାର୍ୟ୍ୟକ୍ରମରେ ପହଞ୍ଚି ଏହି ଘୋଷଣା କରିଛନ୍ତି ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଚାଷୀ ପଞ୍ଜୀକରଣ ସମୟ ସୀମା ୨୫ ତାରିଖକୁ ବଢ଼ାଯାଇଛି । ବର୍ତ୍ତମାନ ସୁଦ୍ଧା ୧୭ ଲକ୍ଷ ଚାଷୀ ପଞ୍ଜୀକରଣ କରିଛନ୍ତି । ଆଗକୁ ୨୫ ତାରିଖ ଭିତରେ ୨୦ ଲକ୍ଷ ଚାଷୀ ପଞ୍ଜୀକରଣ କରିବେ ବୋଲି ଆଶା କରିଥିବା ମନ୍ତ୍ରୀ କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login