The Ultimate Managed Hosting Platform
ADVERTISEMENT

ମହାନଦୀକୁ ଡେଇଁଲେ ଛାତ୍ରୀ

Facebook
Twitter
LinkedIn

ସମ୍ବଲପୁର : ଚାଉଁରପୁର ବ୍ରିଜ ଉପରୁ ମହାନଦୀକୁ ଡେଇଁଲେ ଛାତ୍ରୀ । ପୋଲ ଉପରୁ ସାଇକେଲ , ବ୍ୟାଗ ଓ ମୋବାଇଲ ଜବତ । ବ୍ୟାଗ ଭିତରୁ ମିଳିଲା ନବନ ଶ୍ରେଣୀ ପ୍ରଶ୍ନପତ୍ର । ଘଟଣାସ୍ଥଳରେ ପହଁଚିଲା ଟାଉନ ଥାନା ପୋଲିସ । ଖୋଜାଖୋଜି ଆରମ୍ଭ କଲେ ଅଗ୍ନିଶମ କର୍ମଚାରୀ । ପୋଲ ଉପରୁ ମୋବାଇଲ, ବ୍ୟାଗ, ସାଇକେଲ ଓ ଏକ ଫିନାଇଲ୍ ବୋତଲ ଜବତ ହୋଇଥିଲା। ନାବାଳିକା ଜଣକ ବୁଢାରାଜ ଗାର୍ଲସ ହାଇସ୍କୁଲର ନବମ ଶ୍ରେଣୀ ଛାତ୍ରୀ। ସମ୍ପର୍କୀୟଙ୍କ ଘରେ ରହି ପାଠ ପଢୁଥିଲେ। ଆଜି ସକାଳ ୬ଟା ବେଳେ ବ୍ରିଜ୍ ଉପରୁ ଡେଇଁ ପଡିଥିଲେ। ତାଙ୍କୁ ଉଦ୍ଧାର ପରେ ହସ୍ପିଟାଲ ନିଆଯାଇଛି। । .

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login