ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ ଖୋଲିଲା । ଏବେ ୧୨ଟି ଗେଟ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ଡ୍ୟାମ ଜଳସ୍ତର । ହୀରାକୁଦ ଡ୍ୟାମକୁ ଅଧିକ ବନ୍ୟା ଜଳ ପ୍ରବେଶ କରୁଛି। ଡ୍ୟାମର ଜଳ ପତ୍ତନ ବଢ଼ିବାରୁ ଆଉ ୪ଟି ଗେଟ୍ ଖୋଲାଯାଇଛି ।ଗତକାଲି ଦୁଇଟି ପର୍ୟ୍ୟାୟରେ ୮ଟି ଗେଟ୍ ଖୋଲାଯାଇଥିଲା। ସକାଳେ ୪ଟି ଗେଟ୍ ଖୋଲଯାଇଥିବା ବେଳେ ଅପରାହ୍ଣରେ ଆଉ ୪ଟି ଗେଟ୍ ଖୋଲାଯାଇଥିଲା । .
Views: 31