The Ultimate Managed Hosting Platform
ADVERTISEMENT

ପାଣି ଛାଡିଲେ କ୍ଷତିପୂରଣ ; ରାଜସ୍ୱ ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା । ବ୍ରାହ୍ମଣୀ ସତର୍କ ସଂକେତ ଉପରେ, ଆଖୁଆପଦାରେ ବୈତରଣୀ ସ୍ଥିର ଅଛି । ରାଜଘାଟ, ମଥାନିରେ ସୁବର୍ଣ୍ଣରେଖା ସାମାନ୍ୟ ବିପଦ ସଂକେତ ଉପରେ ଅଛି । ଯାଜପୁରର ସର୍ବାଧିକ ୪୬ ଗାଁ , ୧୪ ପଂଚପ୍ତ ପ୍ରଭାବିତ ହୋଇଛି । ସମସ୍ତ ସେବା ଯୋଗାଇବାକୁ ଜିଲ୍ଲାପାଳ ମାନଙ୍କୁ ନିଦେ୍ର୍ଦଶ ଦିଆଯାଇଛି । କୈାଣସି ମୃତାହତର ଖବର ନାହିଁ । ବେଶି ସମୟ ପାଣିରେ ରୁହନ୍ତୁ ନାହିଁ , ସାପ ବିପଦ ଅଛି । ଆଶ୍ରୟ ସ୍ଥଳୀକୁ ଯାଆନ୍ତୁ , ପୋଲିସକୁ ଘର ଜଗିବାକୁ ନିଦେ୍ର୍ଦଶ ଦିଆଯାଇଛି । କ୍ଷୟକ୍ଷତି ଆକଳନ ନିଦେ୍ର୍ଦଶ ଦିଆଯାଇଛି , ପାଣି ଛାଡୁ ଛାଡୁ କ୍ଷତିପୂରଣ ମିଳିଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login