The Ultimate Managed Hosting Platform
ADVERTISEMENT

ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର , ୩ ଦିନ ପ୍ରବଳ ବର୍ଷିବ

Facebook
Twitter
LinkedIn

ଭୁବନେଶ୍ୱର : ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ । ଆଗାମୀ ୨ ଦିନରେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ । ଆଗାମୀ ୨ ଦିନରେ ଲଘୁଚାପରେ ପରିଣତ ହେବ। ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଆରମ୍ଭ ହୋଇଛି । ଲଘୁଚାପ ଯୋଗୁଁ ୩ ଦିନ ପର୍ୟ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ଆଜିଠୁ ବଢ଼ିବ ବର୍ଷା ପରିମାଣ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଜପତି ଓ ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login