ସମ୍ବଲପୁର : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଚଳିତ ବର୍ଷର ‘ନୂଆଁଖାଇ’ ପାଳନ କରିଛନ୍ତି। ସେ ଆଜି ସିନ୍ଦୂରାପଙ୍କଠାରେ ଶ୍ୟାମସୁନ୍ଦର ପତିଙ୍କର ବାସଭବନରେ ସପରିବାର ‘ନୂଆଁଖାଇ’ ପାଳିଛନ୍ତି। ସେଠାରେ ନବାନ୍ନ ଭୋଜନ କରିଛନ୍ତି। ଏଥିଲାଗି ସେ ଶ୍ୟାମସୁନ୍ଦର ପତିଙ୍କ ପରିବାରକୁ ଆତିଥେୟତା ଲାଗି କୃତଜ୍ଞତା ଜ୍ଞାପନ କରିଛନ୍ତି। ଏହି ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ‘ନୂଆଁଖାଇ’ କେବଳ ଏକ ପର୍ବ ନୁହେଁ ବରଂ ଏକ ଭାବାବେଗ। ଏହି ଦିନ ଏକାଠି ହେବା ଓ ସାଥୀ ହୋଇ ନବାନ୍ନ ଖାଇବା ଏହି ପର୍ବର ବିଶେଷତା। ଆମର୍ ରାଏଜ୍ ର ମହାନ୍ କୃଷିଭିତ୍ତିକ୍ ଗଣପର୍ବ ‘ନୂଆଁଖାଇ’ ଅବସର୍ ଥି ରାଏଜ୍ବାସୀ କୁଁ ବହୁତ୍ ଶୁଭେଚ୍ଛା ଆର୍ ଅଭିନନ୍ଦନ୍ ଜନଉଛେଁ । ନୂଆଁଖାଇ “ଚାଷୀ ଆଉ ଚାଷ୍ର ଉନ୍ନତି ଆଉ ସମ୍ରୁଧିର୍ କଥା କହେସି । ତା’ର୍ ସାଂଗେ ସମସ୍ତକଁ ର୍ ଲାଗି “ଖାନା-ସୁରକ୍ଷା’ କେ ଉଜାଗର୍ କର୍ସି । ଆମର୍ ବଡ୍ଖା ତିହାର୍ ‘ନୂଆଁଖାଇ’ ର୍ ଇ ଶୁଭ୍ ଅବସର୍ ନେ ସମ୍କର୍ ସୁଖ୍, ସମୃଦ୍ଧି ଆର୍ ପ୍ରଗତି ର୍ ଲାଗି ମାଁ ସମ୍ଲେଇ ଆର୍ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ର୍ ଠାନେ ଗୁହାରି କରୁଛେଁ।
ନୂଆଁଖାଇ ପାଳିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











