The Ultimate Managed Hosting Platform
ADVERTISEMENT

ହୀରାକୁଦର ଆଉ ୨ଟି ଗେଟ ଖୋଲିଲା

Facebook
Twitter
LinkedIn

ସମ୍ବଲପୁର : ହୀରାକୁଦ ଡ୍ୟାମର ଆଉ ୨ଟି ଗେଟ ଖୋଲିଲା । ଏବେ ମୋଟ ୧୬ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ । ଏହା ଫଳରେ ହୀରାକୁଦ ଡ୍ୟାମର ତଳମୁଣ୍ଡରେ ଥିବା ନଦୀ ଶଯ୍ୟା ଅଞ୍ଚଳରେ ବନ୍ୟା ଆସିବାର ଆଶଙ୍କା ରହିଛି । ଜନସାଧାରଣଙ୍କ ଜୀବନ ଏବଂ ସମ୍ପତ୍ତିର ସୁରକ୍ଷା ପାଇଁ ନଦୀକୂଳ ଅଞ୍ଚଳରେ ବସବାସ କରୁଥିବା ଲୋକେ ନଦୀ ଶଯ୍ୟାଠାରୁ ଦୂରେଇ ରହିବା ସହିତ ସମସ୍ତ ସତର୍କତାମୂଳକ ପଦକ୍ଷେପ ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login