The Ultimate Managed Hosting Platform
ADVERTISEMENT

ବାୟୋମେଟ୍ରିକ ଉପସ୍ଥାନ ବାଧ୍ୟତାମୂଳକ କଲେ ରାଜ୍ୟ ସରକାର

Facebook
Twitter
LinkedIn

ଭୁବନେଶ୍ୱର : ବାୟୋମେଟ୍ରିକ ଉପସ୍ଥାନ ବାଧ୍ୟତାମୂଳକ କଲେ ରାଜ୍ୟ ସରକାର । ପଞ୍ଚାୟତ କର୍ମଚାରୀଙ୍କ ଠାରୁ ବିଡିଓଙ୍କ ପାଇଁ ଲାଗୁହେବ ବାୟୋମେଟ୍ରିକ ବ୍ୟବସ୍ଥା । ପଞ୍ଚାୟତ, ପଞ୍ଚାୟତ ସମିତି, ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ଲାଗୁହେବ । ଯଥାଶୀଘ୍ର ବାୟୋମେଟ୍ରିକ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ନିଦେ୍ର୍ଦଶ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login