ଭୁବନେଶ୍ୱର : ମହାନଦୀ ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦର ଶୁଣାଣି । ଓଡିଶା ପାଇଁ ପକ୍ଷ ରଖିଲେ ଏଜି ପୀତାମ୍ବର ଆଚାର୍ଯ୍ୟ । ଟ୍ରିବ୍ୟୁନାଲରେ ପକ୍ଷ ରଖିବା ପରେ ଏଜି ପୀତାମ୍ବରଙ୍କ ପ୍ରତିକ୍ରୟା । ଓଡିଶା ଓ ଛତିଶଗଡ ମଧ୍ୟରେ ଆପୋସ ବୁଝାମଣା ଚାଲିଥିବା ଜଣାଇଲୁ । ଅକ୍ଟୋବର ୧୧ ସୁଦ୍ଧା ବଝାମଣାର ଅଗ୍ରଗତି ଜଣାଇବାକୁ ଟ୍ରିବୁ୍ୟନାଲ କହିଛନ୍ତି । କାଲି ଦୁଇ ରାଜ୍ୟର ସର୍ବୋଚ୍ଚ ଯନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହୋଇଛି । କେନ୍ଦ୍ର ସରକାରଙ୍କ ମଧ୍ୟରେ ମଧ୍ୟସ୍ଥତାରେ ସମାଧାନ ପାଇଁ ଆଲୋଚନା ଜାରି ରହିଛି । ବିଗତ ୭ ବର୍ଷରେ ପୂର୍ବ ସରକାର ସମାଧାନ ନେଇ କିଛି କରି ନାହାନ୍ତି । ସରକାର ବଦଳିବା ପରେ ଆପୋସ ବୁଝାମଣା ପାଇଁ ଚେଷ୍ଟା ଚାଲିଛି । କୈାଣସି ଜଳ ବିବାଦର ସମାଧାନ ଟ୍ରିବ୍ୟୁନାଲରେ ହୋଇ ନାହିଁ । ଯଦି ବିବାଦ ସମଧାନ ନହୁଏ ପ୍ରକଳ୍ପ ପାଇଁ ସିଡବ୍ଲ୍ୟୁସିଙ୍କ ସ୍ୱୀକୃତି ମିଳିବ ନାହିଁ ।
Views: 83