The Ultimate Managed Hosting Platform
ADVERTISEMENT

ନଭେମ୍ବର ୫ରୁ କଟକ ବାଲିଯାତ୍ରା ,ଏଥର ବଦଳିଲା ବାଲିଯାତ୍ରାର ନାଁ

Facebook
Twitter
LinkedIn

କଟକ : ନଭେମ୍ବର ୫ ରୁ ୧୨ ପର୍ଯ୍ୟନ୍ତ କଟକ ବାଲିଯାତ୍ରା । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି । ଏଥର ଉପର ନୁହେଁ , ତଳ ପଡିଆରେ କେବଳ ଷ୍ଟଲ । ଭିଡ ଏବଂ ଟ୍ରାଫିକ ପରିଚାଳନାକୁ ଦୃଷ୍ଟିରେ ରଖି ଉପର ବାଲିଯାତ୍ରା ପଡ଼ିଆରେ ହେବ ନାହିଁ ବାଲିଯାତ୍ରା । ସେହିପରି ୩୪ ଏକର ପରିବର୍ତ୍ତେ ୬୦ ଏକର ଜାଗାରେ ହେବ ବାଲିଯାତ୍ରା । ବାଲିଯାତ୍ରା ପୋର୍ଟାଲରେ ରହିବ ସବୁ ତଥ୍ୟ । ବିଶେଷ କରି ଟ୍ରାଫିକ, ପାର୍କିଂ ସମ୍ବନ୍ଧୀୟ ସମସ୍ତ ତଥ୍ୟ ରହିବ ଏଥିରେ । ଜିଲ୍ଲା ସାଂସ୍କୃତିକ ପରିଷଦ ପକ୍ଷରୁ ସାଂସ୍କୃତିକ ଦଳ ଚୟନ କରାଯିବ । ବଦଳିଲା ବାଲିଯାତ୍ରାର ନାଁ । ଏଥର ବାଲିଯାତ୍ରା ନାଁ ହେବ ‘ଐତିହାସିକ ବାଲିଯାତ୍ରା କଟକ ୨୦୨୫’ । ଆଗରୁ କେବଳ ଐତିହାସିକ ବାଲିଯାତ୍ରା ଲେଖାଯାଉଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login