The Ultimate Managed Hosting Platform
ADVERTISEMENT

ପୈାର ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା

Facebook
Twitter
LinkedIn

ରାୟଗଡା : ରାୟଗଡା ପୈାରପରିଷଦ ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା । ପୈାର ଉପାଧ୍ୟକ୍ଷା ଶୁଭ୍ରାରାଣୀ ପଣ୍ଡାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ । ଜିଲ୍ଲାପାଳଙ୍କ ନିକଟରେ ଫେରାଦ ହେଲେ ୨୪ ଜଣରୁ ୧୯ ଜଣ କାଉନସିଲର । ଅନାସ୍ଥା ଆଣିଥିବା ୧୯ ଜଣ କାଉନସିଲର ଏନ.ଭାସ୍କର ରାଓଙ୍କ ଗୋଷ୍ଠୀର ହୋଇଥିବା ସୂଚନା । ଏଠାରେ ସୂଚନାଯୋଗ୍ୟ ଯେ ପୂର୍ବତନ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ କିଛି ଦିନ ତଳେ ବି ଜେ ଡିରୁ ଇସ୍ତଫା ଦେଇଥିଲେ । ଇସ୍ତଫା ଦେବା ପରେ ଶ୍ରୀ ରାଓଙ୍କ ସମର୍ଥିତ ନିର୍ବାଚିତ ପ୍ରତିନିଧିମାନେ ଏହି ପଦକ୍ଷେପ ନେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login