The Ultimate Managed Hosting Platform
ADVERTISEMENT

ଅଟୋ ଚାଳକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ !

Facebook
Twitter
LinkedIn

ରାୟଗଡା : ଅଟୋ ଚାଳକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା କରାଯାଇଛି । ଦରାଗୁଡା ଥାନା ଏ.କୋରଲ ନିକଟରେ ହତ୍ୟାକାଣ୍ଡ ଘଟିଛି । ଅଟୋରେ ବସି ଟିକିରି ଆସୁଥିବା ବେଳେ ଯୁବକଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ପୂର୍ବ ଶତ୍ରୁତାରୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଯୁବକ ଥାନାରେ ଅଟକ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login