ନୂଆପଡା : ନୂଆପଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବ ଏସଏସଆର । ଉପନିର୍ବାଚନ ପାଇଁ ହେବ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) । ଏ ନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି । ଆସନ୍ତାକାଲି ସୁଦ୍ଧା ମତଦାନ କେନ୍ଦ୍ରର ପୁନଃବ୍ୟବସ୍ଥାପନା ହେବ । ଦାବି ଓ ଆପତ୍ତି ଦାଖଲ କରିବା ଅବଧି ସେପ୍ଟେମ୍ବର ୧୫ରୁ ୨୯ । ଅକ୍ଟୋବର ୭ ସୁଦ୍ଧା ଦାବି ଓ ଆପତ୍ତିର ସମାଧାନ । ଅକ୍ଟୋବର ୯ରେ ପ୍ରକାଶ ପାଇବ ଚୂଡାନ୍ତ ଭୋଟର ତାଲିକା ।
Views: 69