The Ultimate Managed Hosting Platform
ADVERTISEMENT

ଶ୍ରୀମନ୍ଦିର ଉତ୍ତର ଦ୍ୱାର ନିକଟରେ ଛୁରାମାଡ !

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିର ଉତ୍ତର ଦ୍ବାର ନିକଟରେ ଛୁରାମାଡ଼। ଛୁରାମାଡ଼ରେ ଦାଦା ଓ ପୁତୁରା ଆହତ ହୋଇଛନ୍ତି। ଆହତ ଦୁଇଜଣ ହେଲେ ସନ୍ତୋଷ କୁମାର ସାହୁ ଓ ଗୌରାଙ୍ଗ ସାହୁ । ଛୁରାମାଡ଼ର କାରଣ ଜଣାପଡିନାହିଁ । ଆକ୍ରମଣ ପରେ ଦୁର୍ବୃତ୍ତ ଫେରାର ହୋଇଯାଇଛି । ଘଟଣାର ତଦନ୍ତ କରୁଛି ସିଂହଦ୍ବାର ଥାନା ପୋଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login