The Ultimate Managed Hosting Platform
ADVERTISEMENT

ନୂଆପଡାରେ ୫୬ଟି ନୂଆ ମତଦାନ କେନ୍ଦ୍ର

Facebook
Twitter
LinkedIn

ନୂଆପଡା : ନୂଆପଡାରେ ମୋଟ ୫୬ଟି ନୂତନ ମତଦାନ କେନ୍ଦ୍ର ସୃଷ୍ଟି କରାଯାଇଛି । ମତଦାନ କେନ୍ଦ୍ର ୩୦୨ରୁ ୩୫୮କୁ ବୃଦ୍ଧି କରାଯାଇଛି । ସହରାଞ୍ଚଳରେ ୩୬ ଓ ଗ୍ରାମାଞ୍ଚଳରେ ୩୨୨ ମତଦାନ କେନ୍ଦ୍ର । ନିର୍ବାଚନ ମଣ୍ଡଳୀରେ ୫୨ଟି ମତଦାନ କେନ୍ଦ୍ର ନାମ ପରିବର୍ତ୍ତନ କରାଯାଇଛି । ସେପ୍ଟେମ୍ବର ୧୫କୁ ଯୋଗ୍ୟତା ତାରିଖ ଭାବେ ରଖି ଚିଠା ଭୋଟର ତାଲିକା ପ୍ରସ୍ତୁତ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login