The Ultimate Managed Hosting Platform
ADVERTISEMENT

ଟପିଲା ପେଟ୍ରୋଲ ଦର 

Facebook
Twitter
LinkedIn

ଗୋଟିଏ ଦିନର ବ୍ୟବଧାନ ପରେ ପୁଣି ପେଟ୍ରୋଲ ଓ ଡିଜେଲ ଦର କମ୍ପାନୀଗୁଡିକ ବଢାଇଛନ୍ତି । ଶନିବାର ପେଟ୍ରୋଲ ଓ ଡିଜେଲ ଦର ୮୫ ପଇସା ଲେଖାଏଁ ବଢିଛି । ଫଳରେ ଶନିବାର ଭୁବନଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୧୦୯ ଟଙ୍କା ୫୦ ପଇସାର ଏବଂ ଡିଜେଲ ଦର ୯୯ ଟଙ୍କା ୨୭ ପଇସାରେ ପହଞ୍ଚଛି । ୩୧ ତାରିଖରେ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୮ ଟଙ୍କା ୬୫ ଏବଂ ଡିଜେଲ ଦର ୯୮ ଟଙ୍କା ୪୨ ପଇସା ରହିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login