The Ultimate Managed Hosting Platform
ADVERTISEMENT

ବଲାଙ୍ଗିର ଡିଇଓ ଅଫିସରେ କ୍ରାଇମବ୍ରାଞ୍ଚ

Facebook
Twitter
LinkedIn

ବଲାଙ୍ଗିର : ବଲାଙ୍ଗିର ଡିଇଓ ଅଫିସରେ କ୍ରାଇମବ୍ରାଞ୍ଚ। ନକଲି ସାର୍ଟିଫିକେଟ ମାମଲାରେ ଖୋଳତାଡ଼। ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ୟ୍ୟାଳୟରେ କ୍ରାଇମବ୍ରାଞ୍ଚ ଟିମ୍ ତନାଘନା। ଅତିରିକ୍ତ ଏସ୍ ପି ବିକାଶ ରଞ୍ଜନ ବେଉରିଆଙ୍କ ନେତୃତ୍ବରେ ରେଡ୍ ଚାଲିଛି । ନକଲି ସାର୍ଟିଫିକେଟରେ କିଛି ଶିକ୍ଷକ ଚାକିରି କରିଥିବା ଅଭିଯୋଗରେ ରେଡ୍ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login