The Ultimate Managed Hosting Platform
ADVERTISEMENT

ମଲାଇକା ଅରୋରାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

Facebook
Twitter
LinkedIn

ବଲିଉଡ ଅଭିନେତ୍ରୀ ମଲାଇକା ଅରୋରାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। କୁହାଯାଉଛି ଯେ, ଅଭିନେତ୍ରୀଙ୍କ ‘ଖୋପୋଲି ଏକ୍ସପ୍ରେସ୍‌ ୱେ’ରେ ଅଭିନେତ୍ରୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣା ସମୟରେ ୩ଟି ଗାଡ଼ି ମୁହାଁମୁହିଁ ହୋଇଥିଲା। ଦୁର୍ଘଟଣା ସମୟରେ ନିଜ ଗାଡ଼ିରେ ମଲ୍ଲିକା ମଧ୍ୟ ଉପସ୍ଥିତ ଥିଲେ।ଖବର ଅନୁସାରେ ମଲାଇକା ଅରୋରା ସାମାନ୍ୟ ଆହତ ହୋଇଛନ୍ତି। ଖୋପୋଲି ପୋଲିସ ଷ୍ଟେସନ ଅନୁସାରେ ଅଭିନେତ୍ରୀଙ୍କୁ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି। ପୋଲିସ କହିବା ଅନୁସାରେ ମାମଲାର ତଦନ୍ତ କରାଯିବା ପରେ ଏଫଆଇଆର ରୁଜୁ କରାଯିବ। 

 ଅଭିନେତ୍ରୀ କୌଣସି ଏକ ଫ୍ୟାଶନ କାର୍ଯ୍ୟକ୍ରମରେ ସାମିଲ ହେବାକୁ ଯାଉଥିଲେ। ପ୍ରଶସକମାନେ ମଲାଇକାଙ୍କ ଦୁର୍ଘଟଣାରେ ଆହତ ହୋଇଥିବା ଜାଣି ବିସ୍ମିତ ହୋଇଥିଲେ। ଆପଲୋ ହସ୍‌ପିଟାଲ କହିବା ଅନୁସାରେ ଅଭିନେତ୍ରୀଙ୍କ ମୁଣ୍ଡରେ ସାମାନ୍ୟ ଆଘାତ ଲାଗିଛି। ମଲାଇକାଙ୍କ ସିଟି ସ୍କାନ କରାଯାଇଛି। ରିପୋର୍ଟ ପଜିଟିଭ ଆସିଛି। ମାତ୍ର ରାତିସାରା ମଲାଇକାଙ୍କ ଉପରେ ଡାକ୍ତରୀ ଟିମ୍‌ ନଜର ରଖିଛନ୍ତି। 

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login