The Ultimate Managed Hosting Platform
ADVERTISEMENT

ନଡିଆ ତୋଳିବା ବେଳେ କରେଣ୍ଟ ଲାଗି ଚାଲିଗଲା ଜୀବନ

Facebook
Twitter
LinkedIn

ଖୋର୍ଦ୍ଧା : ନଡିଆ ତୋଳିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ଚାଲିଗଲା ଜୀବନ । ବୋଲଗଡ ଥାନା ନେଳିଆ ପୋଖରୀ ଗାଁରେ ଅଭାବନୀୟ ଘଟଣା ଘଟିଛି । ଉଦ୍ଧାର ବେଳେ ମୃତଦେହ ତଳେ ପଡିଯିବାରୁ ଅଗ୍ନିଶମ କର୍ମଚାରୀଙ୍କୁ ଆକ୍ରମଣ । ଆକ୍ରମଣ ପରେ ମୃତଦେହ ରଖି ଏନଏଚ ଅବରୋଧ କଲେ ଗ୍ରାମବାସୀ । ୩୩ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକ ଖଁଗୁରିଆ ଗାଁର ଜଗୁ ପରିଡ଼ା । କ୍ଷତିପୂରଣ ଦାବିରେ ଗାଁରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି । ପରିସ୍ଥିତି ନିୟନ୍ତ୍ରଣ କରିବା ପାଇଁ ଘଟଣାସ୍ଥଳରେ ବୁଝାସୁଝା କରୁଛି ବୋଲଗଡ଼ ପୋଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login