ଭୁବନେଶ୍ୱର : ମଲରେ ଆଦାୟ ହେଉଥିବା ପାର୍କିଂ ଫିକୁ ନେଇବିମେସିର ଆଭିମୁଖ୍ୟ ଅସ୍ପଷ୍ଟ । ଏହା ନିୟମ ନା ନିୟମ ନୁହେଁ କହି ହେବ ନାହିଁ କହିଲେ ବିଏମସି କମିଶନର । ଏଯାଏଁ କୈାଣସି ନିଷ୍ପତ୍ତି ନେଇନୁ । ଆଗକୁ ଆଲୋଚନା ପରେ ନିଷ୍ପତ୍ତି ନେବୁ । ପାର୍କିଂ ବାବଦକୁ ଟଙ୍କା ନିଆଯିବା ଘଟଣା ବିଷୟରେ ଅବଗତ ଅଛୁ । ଏହାକୁ ନେଇ ଅନେକ ବିବାଦୀୟ ନିୟମ , କୋର୍ଟଙ୍କ ରାୟ ରହିଛି । କିଛି ଲୋକ ବି ପାର୍କିଂର ଅପବ୍ୟବହାର କରିବା ଦୃଷ୍ଟିକୁ ଆସିଛି । ବିଏମ୍ସି କମିସନର କହିଛନ୍ତି, କୌଣସି ନିର୍ଦ୍ଧିଷ୍ଟ ନିୟମ ମୁଁ ଜାଣି ନାହିଁ। ଏହାକୁ ନେଇ ଅନେକ ବିବାଦୀୟ ନିୟମ ଏବଂ ଜଜମେଣ୍ଟ ରହିଛି। ବିଭିନ୍ନ ରାଜ୍ୟରେ ଏହାକୁ ନେଇ ଭିନ୍ନଭିନ୍ନ ରାୟ ରହିଛି। କିଛି ଜାଗାରେ କଞ୍ଜୁମର କୋର୍ଟ, କିଛି ଜାଗାରେ ହାଇକୋର୍ଟ କିଛି ଜାଗାରେ ସୁପ୍ରିମକୋର୍ଟଙ୍କ ରାୟ ଏହା ଉପରେ ରହିଛି। ଏ ବାବଦରେ ବିଡ଼ିଏର ନିୟମ ରହିଛି ଓ କର୍ପୋରେସନ ମଧ୍ୟ କିଛି ରିଜୋଲ୍ୟୁସନ ଦେଇଛନ୍ତି। ଏ ସବୁ ଉପରେ ନଜର ଦେଇ ଆମେ ସନ୍ତୁଳନ ରଖିବୁ। ଯାହା ଏଫ୍ଆଇଆରରେ ନାହିଁ ତାହା ବ୍ୟବସାୟ ପାଇଁ ନୁହେଁ। ସେଠୁ ୧୦୦% ପାର୍କିଂ ଫି ନିଆଯାଇପାରିବ ନାହିଁ।
ମଲ ପାର୍କିଂ ଫି ; ବିଏମସିର ଆଭିମୁଖ୍ୟ ଅସ୍ପଷ୍ଟ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











