The Ultimate Managed Hosting Platform
ADVERTISEMENT

ଖୋଲିବ ବନ୍ଦ ପଡିଥିବା ମଦ ଦୋକାନ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ବନ୍ଦ ପଡିଥିବା ୭୦ଟି ମଦ ଦୋକାନ ଖୋଲିବେ ସରକାର । ଗୃହରେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଉତ୍ତର । ବନ୍ଦ ମଦ ଦୋକାନକୁ ପୁନର୍ବାର ଖୋଲିବାକୁ ବିଭାଗ ତରଫରୁ ଅନୁମତି । ୪ଟି ନୂଆ ଠିପିଖୋଲା ମଦ ଦୋକାନ ଓ ୩ଟି ମଦ କାରଖାନା ଖୋଲିବାକୁ ପ୍ରସ୍ତାବ । ବାଲେଶ୍ୱରରେ ସର୍ବାଧିକ ୧୭ଟି ମଦ ଦୋକାନ ଖୋଲିବେ ସରକାର । ସେହିପରି ପୁରୀରେ ୩ଟି ଓ ଭୁବନେଶ୍ୱରରେ ଗୋଟିଏ ନୂଆ ଠିପି ଖୋଲା ମଦ ଦୋକାନ ଖୋଲିବା ପାଇଁ ବିଭାଗ ପାଖରେ ରହିଛି ପ୍ରସ୍ତାବ । ଢେଙ୍କାନାଳରେ ୨ଟି ଏବଂ କଟକରେ ଗୋଟିଏ ମଦ କାରଖାନା ଖୋଲିବା ପାଇଁ ସରକାରଙ୍କ ପାଖରେ ପ୍ରସ୍ତାବ ଅଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login