The Ultimate Managed Hosting Platform
ADVERTISEMENT

ବ୍ରହ୍ମପୁର ବଦଳରେ ଝାରସୁଗୁଡାରେ ମୋଦିଙ୍କ କାର୍ଯ୍ୟକ୍ରମ !

Facebook
Twitter
LinkedIn

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ରହ୍ମପୁର ଗସ୍ତ ବାତିଲ । ବର୍ଷା ସମ୍ଭାବନାକୁ ନେଇ ଗସ୍ତ କାର୍ଯ୍ୟସୂଚୀରେ ପରିବର୍ତ୍ତନ । ବ୍ରହ୍ମପୁର ବଦଳରେ ଝାରସୁଗୁଡା ହୋଇପାରେ ମୋଦିଙ୍କ କାର୍ଯ୍ୟକ୍ରମ । ରଙ୍ଗେଇଲୁଣ୍ଡାରେ ହେବାକୁ ଥିବା ସେବା ପର୍ବ କାର୍ଯ୍ୟକ୍ରମ ବାତିଲ ସୂଚନା । ଆସନ୍ତା ୨୭ରେ ଗଞ୍ଜାମ ଗସ୍ତରେ ଆସିଥାନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରଙ୍ଗେଇଲୁଣ୍ଡାରେ ଯେଉଁ ଟେଣ୍ଟ୍ ବନ୍ଧା ଯାଇଥିଲା, ତାକୁ ଖୋଲି ଦିଆଯାଉଛି । ଟେଣ୍ଟ୍ ଖୋଲିବାକୁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଆସିଛି । କିନ୍ତୁ କୌଣସି ଅଫିସିଆଲ ନିର୍ଦ୍ଦେଶ ଆସିନଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login