The Ultimate Managed Hosting Platform
ADVERTISEMENT

ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିରରେ ବନ୍ଦ ହେଲା ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ । ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ବନ୍ଦ ହେଲା ମହାପ୍ରଭୁଙ୍କ ଦର୍ଶନ । ଅନ୍ୟପଟେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର । ସ୍ଥାୟୀ ରତ୍ନ ଭଣ୍ଡାରକୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ । ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ବନ୍ଦ ରହିଛି ମହାପ୍ରଭୁଙ୍କ ଦର୍ଶନ । ଶୋଧ କରାଯିବ ଶ୍ରୀମନ୍ଦିର ନାଟ ମଣ୍ଡପ ଓ ଜଗମୋହନ । ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login