The Ultimate Managed Hosting Platform
ADVERTISEMENT

ହୀରାକୁଦ ଖୋଲିଲା ଆଉ ୪ ଗେଟ

Facebook
Twitter
LinkedIn

ସମ୍ବଲପୁର : ପୁଣି ହୀରାକୁଦ ଜଳଭଣ୍ଡାର ଖୋଲିଲା ଆଉ ୪ ଗେଟ । ବର୍ତ୍ତମାନ ୧୨ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ । ପୂର୍ବରୁ ୮ ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିଲା । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ପର୍ୟ୍ୟାୟକ୍ରମେ ଗେଟ ଖୋଲାଯାଇଛି । ବାମ ପାର୍ଶ୍ବରୁ ୫ଟି ଓ ଡାହାଣ ପାର୍ଶ୍ବରୁ ୩ଟି ଗେଟ୍ ଖୋଲାଯାଇଛି। ଏବେ ଜଳଭଣ୍ଡାରର ଜଳସ୍ତର ରହିଛି ୬୨୯.୯୭ ଫୁଟ । ଜଳଭଣ୍ଡାରକୁ ପ୍ରବେଶ କରୁଛି ୨ ଲକ୍ଷ ୫ ହଜାର ୪୨୪ କ୍ୟୁସେକ ଜଳ । ନିଷ୍କାସିତ ହେଉଛି ୧ ଲକ୍ଷ ୬୭ ହଜାର ୩୦୭ କ୍ୟୁସେକ ଜଳ ।ଏପଟେ ଗେଟ ଖୋଲାଯାଇଥିବାରୁ ତଳମୁଣ୍ଡକୁ ସତର୍କ ସୂଚନା ଜାରି କରିଛନ୍ତି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login