The Ultimate Managed Hosting Platform
ADVERTISEMENT

୨ ବାଇକ ମୁହାଁମୁହିଁ ; ୨ ମୃତ

Facebook
Twitter
LinkedIn

ଲକ୍ଷ୍ମୀପୁର/ ଗୁଣୁପୁର : ୨ ବାଇକ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୨ଜଣଙ୍କର ଜୀବନ ଯାଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ନାରାୟଣପାଟଣା ପେଟ୍ରୋଲ ପମ୍ପ ନିକଟରେ ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣାରେ ୪ ଜଣ ଗୁରୁତର ହୋଇଥିବା ବେଳେ ଜଣଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି ।
ଅମନ୍ୟପଟେ ଭାରସାମ୍ୟ ହରାଇ ଗଛକୁ ପିଟିଲା ଟିପ୍ପର । ଭାଲେରିକୁଡିଆ ଗାଁ ମୁଖ୍ୟ ରାସ୍ତାରେ ଦୁର୍ଘଟଣା । ଦୁର୍ଘଟଣା ଡ୍ରାଇଭର ଆହତ ହୋଇଥିବା ବେଳେ ଗୁଣପୁର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login