ଲଦାଖ : ଲଦାଖରେ ବ୍ୟାପକ ହିଂସା ପରେ କର୍ଫ୍ୟୁ ଜାରି ହୋଇଛି । ସୋନମ୍ ୱାଙ୍ଗଚୁକଙ୍କ ସମର୍ଥନରେ ଲେହରେ ଛାତ୍ରମାନେ କେନ୍ଦ୍ର ସରକାରଙ୍କ ବିରୋଧରେ ବଡ଼ ଧରଣର ପ୍ରତିବାଦ କରୁଛନ୍ତି । ଲଦାଖକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି କରି ପ୍ରଦର୍ଶନ କରାଯାଉଛି । ଲେହ, କାରଗିଲ ଭଳି ସମ୍ବେଦନଶୀଳ ଅଞ୍ଚଳରେ ସୁରକ୍ଷା କଡ଼ାକଡ଼ି ହୋଇଛି। ଅତିରିକ୍ତ ସୁରକ୍ଷା ବାହିନୀ ମୁତୟନ କରାଯାଇଛି । ହିଂସାରେ ସଂପୃକ୍ତ ଅଭିଯୋଗରେ ୫୦ ଜଣଙ୍କୁ ଅଟକ ରଖାଯାଇଛି । ଭାରତୀୟ ନାଗରିକ ସୁରକ୍ଷା ସଂହିତାର ଧାରା ୧୬୩ ଅନୁଯାୟୀ ପାଞ୍ଚ ଜଣରୁ ଅଧିକ ଲୋକଙ୍କ ଏକତ୍ରିତ ହେବା ଉପରେ ନିଷେଧାଦେଶ ଲାଗୁ ହୋଇଛି । ଶୋଭାଯାତ୍ରା, ରାଲିକୁ ନିଷିଦ୍ଧ କରାଯାଇଛି । ଗତକାଲି ଲଦାଖକୁ ରାଜ୍ୟ ମାନ୍ୟତା ଓ ସମ୍ବିଧାନର ଷଷ୍ଠ ତାଲିକାରେ ଅନ୍ତର୍ଭୁକ୍ତ ଦାବିରେ ଚାଲିଥିବା ଆନ୍ଦୋଳନ ହିଂସାତ୍ମକ ରୂପ ନେଇଥିଲା । ବନ୍ଦ ବେଳେ ଆନ୍ଦୋଳନକାରୀମାନେ ବିଜେପି କାର୍ୟ୍ୟାଳୟ ପୋଡ଼ି ଦେଇଥିଲେ । ବିଭିନ୍ନ ସ୍ଥାନରେ ଛାତ୍ର ଓ ପୁଲିସ ବାହିନୀ ମଧ୍ୟରେ ଭୀଷଣ ସଂଘର୍ଷ ହୋଇଛି । ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭୨ ଜଣ ଆହତ ହୋଇଛନ୍ତି । ଉତ୍ତେଜନା ଜାରି ରହିଥିବା ବେଳେ ଆଜି କାରଗିଲ ବନ୍ଦ ଡାକରା ଦିଆଯାଇଛି ।
ଲଦାଖରେ ବ୍ୟାପକ ହିଂସା ପରେ କର୍ଫ୍ୟୁ ଜାରି
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







