The Ultimate Managed Hosting Platform
ADVERTISEMENT

ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି ଆଉ କୋଇଲା , ପଳାଶୁଣୀରେ ହେବ ପ୍ଲାଣ୍ଟ ; ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଅଳିଆ ଗଦାରୁ ପ୍ରସ୍ତୁତ ହେବ ଏନଏର୍ଜି ଆଉ କୋଇଲା । ରାଜ୍ୟ ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗ ଏନେଇ କାର୍ୟ୍ୟ କରୁଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଏମସି ପକ୍ଷରୁ ପୁରୁଣା ଭୁବନେଶ୍ୱରରେ ଆୟୋଜିତ ସ୍ୱଚ୍ଛତା ହିଁ ସେବା କାର୍ୟ୍ୟକ୍ରମରେ ଯୋଗଦେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପଳାଶୁଣୀରେ ଏହି ପ୍ଲାଣ୍ଟ ନିର୍ମାଣ ହେବ । ନିଷ୍ପତିର ୬ ମାସ ମଧ୍ୟରେ ପ୍ଲାଣ୍ଟ କାମ ସାରିବାକୁ ଲକ୍ଷ୍ୟ ରହିଛି । ଭୁବନେଶ୍ୱର, କଟକ, ପୁରୀ, ଜଟଣୀ ଭଳି ପ୍ରମୁଖ ମୁନିସିପାଲିଟିରୁ ବାହାରୁ ଥିବା ସମସ୍ତ ଅଳିଆକୁ ଗୋଟିଏ ଜାଗାରେ ପ୍ରୋସେସ୍ କରିବାରର ଯୋଜନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login