The Ultimate Managed Hosting Platform
ADVERTISEMENT

ସେଲଫି ନେବା ବେଳେ ନଦୀରେ ଭାସି ଯାଇ ଯୁବକ ନିଖୋଜ

Facebook
Twitter
LinkedIn

କରଞ୍ଜିଆ : ସେଲଫି ନେଲା ବେଳେ ନଦୀରେ ଭାସିଯାଇ ଯୁବକ ନିଖୋଜ । ୧୬ ଘଣ୍ଟା ହେଲା ମିଳୁନି ପତ୍ତା । ମୟୂରଭଞ୍ଜ ଜିଲ୍ଲା ଯଶିପୁର ସ୍ଥିତ ଭଣ୍ଡନ ନଦୀର ରାମତୀର୍ଥ ଘାଟରେ ସେଲଫି ନେଲା ବେଳେ ଯୁବକଙ୍କ ଗୋଡ଼ ଖସିଯଇଥିଲା । ଫଳରେ ନଦୀର ପ୍ରଖର ସ୍ରୋତରେ ଭାସିଯାଇଥିଲେ ଯୁବକ । ନିଖୋଜ ଯୁବକ ହେଲେ ମୁର୍ସିବାଦର ସାହିନ ଆଲାମ୍ । ସେ ଯଶୀପୁରରେ ରହି ରାଜମିସ୍ତ୍ରୀ ଭାବେ କାର୍ୟ୍ୟ କରୁଥିଲେ । ଅଗ୍ନିଶମବାହିନୀ ପକ୍ଷରୁ ଉଦ୍ଧାର କାର୍ୟ୍ୟ ଜାରି ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login